ମାଉସୀ ମାଆ ମନ୍ଦିରରେ ପୋଡ଼ପିଠା ଖାଇଲେ ବଡ଼ ଠାକୁର

ପୁରୀ: ଆଜି ଶ୍ରୀବିଗ୍ରହଙ୍କ ବାହୁଡ଼ା ଯାତ୍ରା । ସରିଲା ଜନ୍ମ ବେଦୀର ଲିଳାଖେଳା । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ପରିବେଶ । ଶ୍ରୀମନ୍ଦିର ଅଭିମୁଖେ ରଥ ଟାଣି ଆଣୁଛନ୍ତି ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁ ।

ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ, ପରେ ବଡ଼ ଠାକୁର ପ୍ରଭୁ ବଳଭଦ୍ର, ପରେ ମା' ସୁଭଦ୍ରା ଓ ଶେଷରେ ଶ୍ରୀ ଜଗନ୍ନାଥ ପହଣ୍ଡି ହୋଇ ରଥକୁ ବିରାଜିଥିଲେ । ରଥ ଉପରେ ଗଜପତି ମହାରାଜଙ୍କ ଛେରା ପହଁରା ନୀତି ଶେଷ ପରେ ଗଡ଼ିଲା ମହାପ୍ରଭୁ ବଳଦେବଙ୍କ ରଥ । ବର୍ତ୍ତମାନ ମାଉସୀ ମା' ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି ।

Bahuda Yatra

ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି । ପଛରେ ଆସୁଛି କାଳିଆ ଠାକୁରଙ୍କ ନନ୍ଦିଘୋଷ । ଦର୍ପଦଳନ ରଥରେ ଆସୁଛନ୍ତି ମାଆ ସୁଭଦ୍ରା । ଶ୍ରୀମନ୍ଦିର ଅଭିମୁଖେ ରଥ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ । ଜୟ ଜଗନ୍ନାଥ, ଘଣ୍ଟା, ଶଙ୍ଖ ନାଦରେ କମ୍ପୁଛି ଶ୍ରୀକ୍ଷେତ୍ର । ବଳଭଦ୍ରଙ୍କ ପରେ, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ରଥ ମାଉସୀମା ମନ୍ଦିରରେ ପହଞ୍ଚି ପୋଡ ପିଠା ଖାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+