ବଳଙ୍ଗା ମାମଲା:ପୀଡ଼ିତାଙ୍କ ବୟାନ ରେକର୍ଡ

ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ କ୍ରାଇମ୍‌ବ୍ରାଞ୍ଚଙ୍କୁ ଅନେକ ତଥ୍ୟ ହାସଲ ହୋଇଛି। ବଳଙ୍ଗା ପୁଲିସ ଓ କ୍ରାଇମ୍‌ବ୍ରାଞ୍ଚର ଟିମ୍‌ କ୍ରାଇମ୍‌ ସ୍ପଟ୍‌ର ରୁପା ମୁଦି ଓ ଅଳଂକାର ଦୋକାନୀଙ୍କ ମାଧ୍ୟମରେ ଅନେକ ତଥ୍ୟ ବାହାର କରିଛନ୍ତି।

କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଏମ୍ସ ଦିଲ୍ଲୀରେ ନାବାଳିକାଙ୍କ ବୟାନ ରେକର୍ଡ କରିଛନ୍ତି। ସମ୍ପୂର୍ଣ ଭିଡିଓ ମାଧ୍ୟମରେ ବୟାନ ରେକର୍ଡ କରାଯାଇଛି। ବୟାନ ରେକର୍ଡ ସମୟରେ ଏମ୍‌ସ ଦିଲ୍ଲୀରେ ଜଣେ ଡାକ୍ତର, ସେହି ଅଂଚଳର ଜଣେ ମାଜିଷ୍ଟ୍ରେଟ୍‌, ବଳଙ୍ଗା ଥାନାର ମହିଳା ଏଏସ୍‌ଆଇ, କ୍ରାଇମ ବ୍ରାଞ୍ଚର ଜଣେ ଅଧିକାରୀଙ୍କ ସମେତ ପୀଡ଼ିତାଙ୍କ ପରିବାରର ଜଣେ ସଦସ୍ୟ ଉପସ୍ଥିତ ଥିଲେ।

Balanga case Victim s statement recorded

ବଳଙ୍ଗା ପୁଲିସ ଓ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକିୟା ଚୂଡାନ୍ତ ପର୍ଯାୟରେ ପହଞ୍ଚି ଥିବା ଅନୁମାନ କରାଯାଉଛି। ତଦନ୍ତର ସମ୍ପୂର୍ଣ ତଥ୍ୟ ଉପରିସ୍ଥ ଅଧିକାରୀଙ୍କୁ ମଧ୍ୟ ଦିଆଯାଇଥିବା ସରିଛି। ବଳଙ୍ଗା ପୁଲିସ ଓ କ୍ରାଇମବ୍ରାଞ୍ଚ ଟିମ୍‌ ଆସନ୍ତାକାଲି ଦିଲ୍ଲୀରୁ ଫେରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+