ଦାଦନ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା । ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି । ୨୦୨୪ରେ ରାଜ୍ୟ ବାହାରକୁ ଯାଇ କାମ କରୁଥିବା ଓଡ଼ିଆ ଦାଦନ ଶ୍ରମିକ ସଂଖ୍ୟା ୭୦,୧୪୨ ଥିଲା । ୨୦୨୫ରେ ଆର୍ଥିକ ବର୍ଷରେ ଏହି ସଂଖ୍ୟା ୯୪,୧୦୬ରେ ପହଞ୍ଚିଛନ୍ତି । ଯାହା ବର୍ଷକରେ ୨୨ ହଜାର ବୃଦ୍ଧି ପାଇଛି । ଭୋଗରାଇ ବିଜେଡ଼ି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ।

ଶ୍ରମ ମଧ୍ୟ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟ ବାହାରକୁ ଦାଦନ ଖଟି ଯିବା ଅର୍ଥାତ୍ ଦାଦନ ପ୍ରବଣ ଜିଲ୍ଲାରେ ସର୍ବେଗ୍ର ରହିଛି ବଲାଙ୍ଗୀର ଜିଲ୍ଲା । ୨୦୨୪ ଆର୍ଥିକ ବର୍ଷରେ ୪୯,୯୯୮ଜଣ ଦାଦନ ଶ୍ରମିକ ରାଜ୍ୟ ବାହାରକୁ ଯାଇଥିଲେ । ୨୦୨୫ରେ ଏହି ସଂଖ୍ୟା ୬୫,୩୦୯ରେ ପହଞ୍ଚିଛି । ସେହିପରି ବରଗଡ଼ ଭଳି କୃଷି ପ୍ରବଣ ଜିଲ୍ଲାରେ ମାଧ୍ୟ ଦାଦନ ଶ୍ରମିକଙ୍କ ସଂଖ୍ୟା ବଢ଼ିଛି ବୋଲି ଶ୍ରମ ମନ୍ତ୍ରୀ ଗଣେଷରାମ ଖୁଣ୍ଟିଆ ଗୃହରେ ତଥ୍ୟ ରଖିଛନ୍ତି ।
-
ପ୍ରଥମେ ଭୋଟ୍ ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ରାଜ୍ୟସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ୫ଟାରେ ଗଣତି -
ଆଜି ରାଜ୍ୟସଭା ନିର୍ବାଚନ; ବେଙ୍ଗାଲୁରୁ ଫେରିଲେ କଂଗ୍ରେସ ବିଧାୟକ, ସୋଫିଆ କହିଲେ... -
ରାଜ୍ୟସଭା ନିର୍ବାଚନ ଭୋଟିଂ: ପାରାଦୀପ ଛାଡିଲେ ବିଜେପି ବିଧାୟକ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
SCB ଅଗ୍ନିକାଣ୍ଡ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଆଜି ନବୀନଙ୍କ ବଡ଼ ବୈଠକ, ରାଜ୍ୟସଭା ନିର୍ବାଚନ ପାଇଁ ପ୍ରସ୍ତୁତି -
ରାଜ୍ୟସଭା ନିର୍ବାଚନ: ପାରାଦୀପ ଗଲେ ସମସ୍ତ ବିଜେପି ବିଧାୟକ -
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ












Click it and Unblock the Notifications