ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା;ଦ୍ୱିତୀୟ ଥର ପାଇଁ ଚାର୍ଜସିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ
ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା;ଦ୍ୱିତୀୟ ଥର ପାଇଁ ଚାର୍ଜସିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ। ଶନିବାର କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର SDJMଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି।

FM କଲେଜ ଛାତ୍ରୀ ଆତ୍ମାହୁତି ମାମଲା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା। କ୍ରାଇମବ୍ରାଞ୍ଚ ଟିମ୍ ସମସ୍ତ ତଥ୍ୟ ଯୋଗାଡ଼ ପରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି।












Click it and Unblock the Notifications