ବାଲେଶ୍ବର ଘଟଣା ; ବାଲେଶ୍ବର ଘଟଣାରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
ବାଲେଶ୍ବର ଘଟଣାରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ତିନି ବିଭାଗର ପ୍ରମୁଖ ସଚିବଙ୍କ ସହ ଆଲୋଚନା କଲେ ମୁଖ୍ୟ ସଚିବ।ମହିଳା ଓ ଶିଶୁ ବିକାଶ, ଉଚ୍ଚଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କ ସହ ବୈଠକ। ବିଭାଗୀୟ ସଚିବଙ୍କଠାରୁ ସବିଶେଷ ତଥ୍ୟ ନେଇଥିବା ସୂଚନା। ପରେ ପୋଲିସ ମହାନିର୍ଦ୍ଦେଶକଙ୍କ ସହ ମଧ୍ୟ ଆଲୋଚନା କଲେ CS ।













Click it and Unblock the Notifications