ବାହାନଗା ଟ୍ରେନ୍ ଦୁର୍ଘଟଣା:ସିବିଆଇ ହେପାଜରେ ୫ ଅଭିଯୁକ୍ତ
ବାଲେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ ଟ୍ରାଜେଡି ମାମଲା । CBI ହେପାଜତରେ ୫ ଅଭିଯୁକ୍ତ ଥିବା ନେଇ ସୂଚନା ରହିଛି । ବାହାନଗା ଆସିଷ୍ଟାଣ୍ଟ ଷ୍ଟେସନ ମ୍ୟାନେଜର, ସିଗନାଲ ଷ୍ଟାଫଙ୍କ ସହ ୫ଜଣଙ୍କୁ ହେପାଜତକୁ ନେଲା ସିବିଆଇ ।
ସୂଚନା ଅନୁସାରେ, ୪ ଜଣ ସିଗନାଲ କର୍ମଚାରୀଙ୍କୁ ପଚରାଉଚରା କରିବା ପରେ ସେମାନଙ୍କୁ ହେପାଜତକୁ ନେଇଛି CBI । ସେହିପରି ସିବିଆଇର ଆଉ ୪ ଜଣିଆ ଟିମ୍ କ୍ଷତିଗ୍ରସ୍ତ ଟ୍ରାକରେ ସ୍କାନିଂ କରୁଛି । କ୍ୟାମେରା ସାହାଯ୍ୟରେ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଥିବା ଟ୍ରକର CBI ସ୍କାନିଂ କରୁଥିବା ନେଇ ସୂଚନା ରହିଛି ।

ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣା ଦିନ ୪ ସିଗ୍ନାଲ ଷ୍ଟାଫ ସିଗ୍ନାଲ ଟେଷ୍ଟ ନକରି ଘରକୁ ପଳାଇଯାଇଥିଲେ । ଜୁନ୍ ୨ ତାରିଖରେ ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିବା ପରେ ଏହାର ତଦନ୍ତ ଭାର ସିବିଆଇକୁ ଦିଆଯାଇଥିଲା ।
ସୂଚନାଥାଉ ଯେ, ଏହି ଭୟଙ୍କର ଦୁର୍ଘଟଣାରେ 288 ଲୋକ ପ୍ରାଣ ହରାଇଥିବା ବେଳେ ୯୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ତେବେ ଏତେ ବଡ଼ ଦୁର୍ଘଟଣା ଘଟିବାର କାରଣ ବର୍ତ୍ତମାନ ସିବିଆଇ ଖୋଜୁଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications