ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା; ଏଥର କଟକ ବାଲିଯାତ୍ରା ନାଁ ହେବ 'ଐତିହାସିକ ବାଲିଯାତ୍ରା କଟକ

କଟକ: ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି । ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ।

ଏଥର କଟକ ବାଲିଯାତ୍ରା ନାଁ ହେବ 'ଐତିହାସିକ ବାଲିଯାତ୍ରା କଟକ । ବାଲିଯାତ୍ରା ନାଁ ପରିବର୍ତ୍ତନକୁ ନେଇ ଜିଲ୍ଲାପାଳଙ୍କ ସୂଚନା । ଏଥର ସାଂସ୍କୃତିକ କାର୍ଯ୍ୟକ୍ରମ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ କହିଲେ ଜିଲ୍ଲାପାଳ । ପୂର୍ବରୁ ସାଂସ୍କୃତିକ କାର୍ଯ୍ୟକ୍ରମ ରାତି ୧୦ଟା ପର୍ଯ୍ୟନ୍ତ ଚାଲୁଥିଲା ।

Bali Yatra Cuttack
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+