କାଲିଠାରୁ ବାଲିଯାତ୍ରା ପ୍ଲଟ୍ ଆବେଦନ, ପଞ୍ଜୀକରଣ ରାଶି ୫ ହଜାର ଟଙ୍କା

କଟକ ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ନିଲାମ ମାଧ୍ୟମରେ କରାଯିବ । କାଲିଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର । ବାରବାଟୀ ପ୍ୟାଲେସ୍‌ରୁ ସଂଗ୍ରହ ଓ ଦାଖଲ କରିପାରିବେ ଆବେଦନପତ୍ର । ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ୍ ପାଇଁ ଆବେଦନ କରିପାରିବେ । ପ୍ଲଟ ପିଛା ପ୍ରାରମ୍ଭିକ ପଞ୍ଜୀକରଣ ରାଶି ୫ ହଜାର ଟଙ୍କା । ଗୋଟିଏ ପ୍ଲଟ୍ ପାଇଁ ଏକାଧିକ ଆବେଦନ ଥିଲେ ନିଲାମ ହେବ ।

Baliyatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+