ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ
ଆସନ୍ତାକାଲି ମାର୍ଗଶିର କୃଷ୍ଣ ନବମୀ ତିଥି ପଡୁଛି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।












Click it and Unblock the Notifications