ବାଂଲାଦେଶୀ ବିଶୃଙ୍ଖଳା ଓ ଦେଶ ପ୍ରତି ବିପଦ ତିଆରି କରୁଛନ୍ତି: କୃଷ୍ଣଚନ୍ଦ୍ର ମହାପାତ୍ର
ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ ବୋଲି କହିଲେ କୃଷ୍ଣଚନ୍ଦ୍ର ମହାପାତ୍ର । ଅନୁପ୍ରବେଶକାରୀ ରହୁଥିବା ସ୍ଥାନରେ ବିଭ୍ରାନ୍ତ ସୃଷ୍ଟି ହେଉଛି। ବାଂଲାଦେଶୀ ବିଶୃଙ୍ଖଳା ଓ ଦେଶ ପ୍ରତି ବିପଦ ତିଆରି କରୁଛନ୍ତି ।













Click it and Unblock the Notifications