ଆଜି ୧୨ ଘଣ୍ଟିଆ ବରଗଡ଼ ସହର ବନ୍ଦ

Odisha News: ବରଗଡ଼ ଧନୁଯାତ୍ରାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଆଜି ୧୨ ଘଣ୍ଟିଆ ବରଗଡ଼ ସହର ବନ୍ଦ । କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାରେ ନ୍ୟାୟ ଦାବିରେ ବନ୍ଦ ପାଳନ । ସକାଳ ୫ଟାରୁ ସନ୍ଧ୍ୟା ୬ ଟା ଯାଏଁ ବନ୍ଦ ପାଳନ କରାଯିବା ନେଇ ସୂଚନା । ସେହିପରି ଜରୁରୀ କାଳୀନ ସେବା ବ୍ୟତୀତ ଅନ୍ୟ ସମସ୍ତ ସେବା ବନ୍ଦ ରହିଛି । ସେହିପରି ସମସ୍ତ ଦୋକାନ ମଧ୍ୟ ବନ୍ଦ ରହିଛି । ସେହିପରି ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତକ ତଥା ସାମାଜିକ ସଂଗଠନ ପକ୍ଷରୁ ସମର୍ଥନ ମିଳିଛି ।

Bargarh

ସୂଚନା ଅନୁସାରେ ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଗତକାଲି ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବରଗଡ଼ ପୋଲିସ । ଏବେବି ମୁଖ୍ୟ ଅଭିଯୁକ୍ତ ଫେରାର ରହିଥିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+