ସାବଧାନ ! ଏଣିକି ବେଆଇନ ପାର୍କିଂ କଲେ ଜେଲ ଯିବେ ଡ୍ରାଇଭର

ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ବେଆଇନ ପାର୍କିଂ କଲେ ଜେଲ ଯିବେ ଡ୍ରାଇଭର। ଭାରତୀୟ ନ୍ୟାୟ ସଂହିତାର ଦଫା ୧୦୫ କୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପରିବହନ କମିଶନର । ଗତ ୨୦ ମାସ ମଧ୍ୟରେ ରାଜ୍ୟରେ ବେଆଇନ ପାର୍କିଂ ଯୋଗୁଁ ୭୫୯ ଟି ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ୩୪୫ ଜଣଙ୍କର ଜୀବନ ଯାଇଛି ।

parking

ତେଣୁ ସମସ୍ତ ଜିଲା ପୋଲିସ ଏ ନେଇ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ପରିବହନ କମିଶନର। ଭାରତୀୟ ନ୍ୟାୟ ସଂହିତାର ଦଫା ୧୦୫ ହେଉଛି କୌଣସି ଉଦ୍ଦେଶ୍ୟ ନଥାଇ କୌଣସି ବ୍ୟକ୍ତିର ନିର୍ଦ୍ଧିଷ୍ଟ କାର୍ଯ୍ୟ ଦ୍ୱାରା ଅନ୍ୟ ବ୍ୟକ୍ତିର ମୃତ୍ୟୁ ହେବା। ବିଏନଏସ ଦଫା ୧୦୫ ରେ ୫ ବର୍ଷରୁ ଆଜୀବନ ଜେଲଦଣ୍ଡର ବ୍ୟବସ୍ଥା ରହିଛି । ତେଣୁ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ବେଆଇନ ପାର୍କିଂ କରୁଥିଲେ ଏବେ ଠୁ ସାବଧାନ ହୋଇ ଯାଆନ୍ତୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+