ଶ୍ରୀମନ୍ଦିରେ ପୋଲିସକୁ ମାଡ଼ ମାରିଲେ ବଙ୍ଗୀୟ ପର୍ଯ୍ୟଟକ

ଶ୍ରୀମନ୍ଦିରରେ ପୁଲିସ କର୍ମଚାରୀଙ୍କୁ ଜଣେ ବଙ୍ଗୀୟ ପର୍ଯ୍ୟଟକ ଶନିବାର ମାଡ ମାରିଛନ୍ତି । ଜଣେ ଜେଟିପିଙ୍କୁ ପର୍ଯ୍ୟଟକ ମାଡ ମାରି ତାଙ୍କ ମୁଣ୍ଡ ଫଟାଇ ଦେଇଛନ୍ତି । ଘଣ୍ଟିଦ୍ୱାର ନିକଟରେ ପ୍ରବେଶକୁ ନେଇ ବଚସା ପରେ ପିଟିଛନ୍ତି ।

jagannath mandir

ମାଡରେ ଜେଟିପି ଗୁପ୍ତେଶ୍ୱର ରାଉତରାୟଙ୍କ ମୁଣ୍ଡ ଫାଟିବାରୁ ସେ ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି । ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି ଜେଟିପି ଓ ବଙ୍ଗୀୟ ପର୍ଯ୍ୟଟକ । ପର୍ଯ୍ୟଟକଙ୍କୁ ଜେଟିପି ଦୁର୍ବ୍ୟବହାର କରିଥିବା ସେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+