ଦତ୍ତେଶ୍ବରଙ୍କ ନାମାଙ୍କନ ପରେ ନବୀନଙ୍କୁ ପ୍ରଶଂସା ଅଜାଡ଼ିଦେଲେ ଭକ୍ତ ଦାସ
ଦତ୍ତେଶ୍ବରଙ୍କ ନାମାଙ୍କନ ପରେ ନବୀନଙ୍କୁ ପ୍ରଶଂସା ଅଜାଡ଼ିଦେଲେ ଭକ୍ତ ଦାସ । ବହୁ ବର୍ଷ ପରେ ଓଡ଼ିଶାରେ ସମଭାବାପନ୍ନ ଦଳମାନେ ଏକାଠି ହେଲେ ।ବିଜେଡି-କଂଗ୍ରେସ- ସିପିଏମ୍ ଏକାଠି ହେବା ରାଜନୈତିକ ନିଷ୍ପତ୍ତି' । ଆଦରଣୀୟ ନବୀନ ବାବୁଙ୍କ ପ୍ରସ୍ତାବକୁ AICC ଗ୍ରହଣ କଲା' । ଆମେ କଥାବାର୍ତ୍ତା ହୋଇ ରାଜ୍ୟ ହିତରେ କମନ କ୍ୟାଣ୍ଡିଡେଟ୍ କଲୁ' । ନବୀନ ବାବୁ ସ୍ପଷ୍ଟ ଭାବେ ସମାଜବାଦୀ, ସମଭାବାପନ୍ନ ଦଳଙ୍କ କଥା କହିଛନ୍ତି'। ତେଣୁ ଓଡ଼ିଶା ରାଜନୀତିରେ ଏହା ଏକ ଐତିହାସିକ ପଦକ୍ଷେପ' ।













Click it and Unblock the Notifications