ଭରତପୁର ଥାନା ଘଟଣା; ଗିରଫ ହେଲେ ୭ ରୋଡ୍‌ ରୋମିଓ

ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ ଏବେ ଚର୍ଚ୍ଚା ଆହୁରି ଜୋର୍‌ ଧରିଛି। ବର୍ତ୍ତମାନ ଚନ୍ଦକା ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରିଛି।

7 Road Romeo

ଚନ୍ଦକା ଥାନାର କମିଶନରେଟ ପୋଲିସ ୭ ଦୁର୍ବୃତ୍ତଙ୍କୁ ଗିରଫ କରିଛି। ଘଟଣା ଘଟିବା ପରେ କିଛିଜଣଙ୍କ ସନ୍ଦେହରେ ଅଟକ ରଖାଯିବା ପରେ ସେମାନଙ୍କୁ ପୋଲିସ ଆଜି ଗିରଫ କରିଛି। ଗିରଫ ନେଇ ଏଡିସିପି କୃଷ୍ଣପ୍ରସାଦ ଦାସ ସୂଚନା ଦେଇଛନ୍ତି। ୭ ଜଣଙ୍କୁ ଗିରଫ କରିବା ସହ ୧୧ ମୋବାଇଲ, ଗୋଟିଏ ଗାଡ଼ି ଜବତ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+