ପୁଣି ଖୋଲିବା ଭିତରକନିକା ଜାତୀୟ ଉଦ୍ୟାନ, ବୁଲି ଦେଖିଲେ କେନ୍ଦ୍ରମନ୍ତ୍ରୀ
ଉଦ୍ୟାନ ଖୋଲିବା ପରେ ବୁଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ବୋଟ ସାହାଯ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନେକ ବିଜେପି ନେତା ବୁଲିଥିଲେ ।
କେନ୍ଦ୍ରପଡା: ବଉଳା କୁମ୍ଭୀର ଗଣନା ପାଇଁ ୯ ଦିନ ବନ୍ଦ ରହିବା ପରେ ଆଜିଠୁ ପୁଣି ପର୍ଯ୍ୟଟକଙ୍କ ଲାଗି ଖୋଲିଛି ଭିତରକନିକା । ଉଦ୍ୟାନ ଖୋଲିବା ପରେ ବୁଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ବୋଟ ସାହାଯ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନେକ ବିଜେପି ନେତା ବୁଲିଥିଲେ । ସୂଚନା ଅନୁସାରେ, ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହାପରେ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା କୋଭିଡ ଯୋଦ୍ଧାଙ୍କୁ ସର୍କିଟ୍ ହାଉସରେ ସମ୍ବର୍ଦ୍ଧିତ କରିଛନ୍ତି । ଭିତରକନିକା ପରିଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କୋଷ୍ଟାଲ ହାଇେୱେ ହେବ ଲାଇଫ୍ ଲାଇନ୍, ଏଥତ୍ପାଇଁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।
ଗତକାଲି ରାତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିତରକନିକା ଠାରେ ଆୟୋଜିତ ଇକୋ-ରିଟ୍ରିଟରେ ରାତ୍ରିଯାପନ କରିବା ସହ ଇକୋ-ରିଟ୍ରିଟର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications