For Quick Alerts
Turn On Notification  
For Daily Alerts
Oneindia App Download

ପୁଣି ଖୋଲିବା ଭିତରକନିକା ଜାତୀୟ ଉଦ୍ୟାନ, ବୁଲି ଦେଖିଲେ କେନ୍ଦ୍ରମନ୍ତ୍ରୀ

ଉଦ୍ୟାନ ଖୋଲିବା ପରେ ବୁଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ବୋଟ ସାହାଯ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନେକ ବିଜେପି ନେତା ବୁଲିଥିଲେ ।

|

କେନ୍ଦ୍ରପଡା: ବଉଳା କୁମ୍ଭୀର ଗଣନା ପାଇଁ ୯ ଦିନ ବନ୍ଦ ରହିବା ପରେ ଆଜିଠୁ ପୁଣି ପର୍ଯ୍ୟଟକଙ୍କ ଲାଗି ଖୋଲିଛି ଭିତରକନିକା । ଉଦ୍ୟାନ ଖୋଲିବା ପରେ ବୁଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ବୋଟ ସାହାଯ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନେକ ବିଜେପି ନେତା ବୁଲିଥିଲେ । ସୂଚନା ଅନୁସାରେ, ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Bhitarkanika National Park

ଏହାପରେ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା କୋଭିଡ ଯୋଦ୍ଧାଙ୍କୁ ସର୍କିଟ୍ ହାଉସରେ ସମ୍ବର୍ଦ୍ଧିତ କରିଛନ୍ତି । ଭିତରକନିକା ପରିଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କୋଷ୍ଟାଲ ହାଇେୱେ ହେବ ଲାଇଫ୍ ଲାଇନ୍, ଏଥତ୍ପାଇଁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।

ଗତକାଲି ରାତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିତରକନିକା ଠାରେ ଆୟୋଜିତ ଇକୋ-ରିଟ୍ରିଟରେ ରାତ୍ରିଯାପନ କରିବା ସହ ଇକୋ-ରିଟ୍ରିଟର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Bhitarkanika National Park reopens From today
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X