ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା

ଭବୁନେଶ୍ୱର: ଆସନ୍ତା କାଲିଠାରୁ ଜୁଲାଇ 31 ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ଭିତକନିକାରେ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଏପରି ପଦକ୍ଷେପ ନିଆଯାଇଛି । ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ । ଏହି ପ୍ରଜନନ ଋତୁ ସମୟରେ ବଉଳା କୁମ୍ଭୀର ପ୍ରଜନନ କରି ଅଣ୍ଡା ଦାମନ ପ୍ରକ୍ରିୟା ଶେଷ କରିଥାନ୍ତି ।
ନଦୀ କୂଳଠାରୁ ଜୁଆର ଛୁଇଁ ପାରୁନଥିବା ନିରାପଦ ସ୍ଥାନରେ ବସା ବାନ୍ଧିଥାନ୍ତି କୁମ୍ଭାର । ଏଠାରେ କୁମ୍ଭୀର ଅଣ୍ଡାଦାନ କରିଥାନ୍ତି । ଏହି ସମୟରେ ସେମାନଙ୍କର ପ୍ରଜନନ ପକ୍ରିୟା ଠାରୁ ଆରମ୍ଭ କରି ଅଣ୍ଡାଦାନ ପର୍ଯ୍ୟନ୍ତ କୁମ୍ଭୀର ହିଂସ୍ର ହୋଇଥାନ୍ତି । ସେମାନଙ୍କ ପକ୍ରିୟାରେ ବାଧା ଦେଖାଦେଲେ ସେମାନେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି । ଏହାକୁ ଦୃଷ୍ଟିରେ ରଖି 3 ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ପରିଭ୍ରମଣ ପାଇଁ ପର୍ଯ୍ୟଟକଙ୍କୁ ବନ୍ଦ କରାଯାଇଛି ।
More From
-
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ












Click it and Unblock the Notifications