ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ବଉଳା କୁମ୍ଭୀରଙ୍କ ପ୍ରଜନନକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି । ପ୍ରଜନନ ସମୟରେ ଅଧିକ ହିଂସ୍ର ହୋଇପଡ଼ନ୍ତି nbsp;କୁମ୍ଭୀର।