ଆସନ୍ତା ୭ରୁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି

କରୋନା ସଂକ୍ରମଣ ଯୋଗୁ ଜାନୁଆରୀ ୧୭ ତାରିଖରୁ ଭୁବନେଶ୍ୱର ଏମ୍‌ସର ଓପିଡି ସେବା ବନ୍ଦ ରହିଥିବା ବେଳେ ଆସନ୍ତା ୭ ତାରିଖ (ସୋମବାର)ରୁ ଏହା ପୁଣି ଆରମ୍ଭ ହେବ।

ଭୁବନେଶ୍ୱର: କରୋନା ସଂକ୍ରମଣ ଯୋଗୁ ଜାନୁଆରୀ ୧୭ ତାରିଖରୁ ଭୁବନେଶ୍ୱର ଏମ୍‌ସର ଓପିଡି ସେବା ବନ୍ଦ ରହିଥିବା ବେଳେ ଆସନ୍ତା ୭ ତାରିଖ (ସୋମବାର)ରୁ ଏହା ପୁଣି ଆରମ୍ଭ ହେବ। ଆଜି ଭୁବନେଶ୍ୱର ଏମ୍‌ସ କର୍ତ୍ତୃପକ୍ଷ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

Bhubaneswar AIIMS

ଏମସ ଓପିଡି ଖୋଲିବା ପାଇଁ ବାରମ୍ବାର ଦାବି ହେଉଥିଲା । ତେଣୁ ସବୁ ଦିଗକୁ ବିଚାର କରି ଆସନ୍ତା ୭ ତାରିଖରୁ ଓପିଡି ସେବା ପୁଣି ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବଭଳି ସମସ୍ତ ବିଭାଗ ଓପିଡି କାର୍ଯ୍ୟସୂଚୀକୁ ଅନୁକରଣ କରିବେ ବୋଲି ଏମସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଜାରି କରିଛନ୍ତି । ସେହିଭଳି ପୂର୍ବଭଳି ସମସ୍ତ ଆଇପିଡି ଆଡ୍‌ମିସନ ଏବଂ ଓଟି ଗୁଡିକ କାର୍ଯ୍ୟକାରୀ ହେବ । କୋଭିଡ୍ ଲେବର ରୁମ୍ ଆହୁରି ସପ୍ତାହେ ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି କହିଛନ୍ତି ମୁବନେଶ୍ବର ଏମସ କର୍ତ୍ତୃପକ୍ଷ । ଜାନୁଆରୀ ମାସରେ ସଂକ୍ରମଣ ବଢ଼ିବା ପରେ ଭୁବନେଶ୍ବର ଏମସର ଓପିଡିକୁ ବନ୍ଦ କରାଯାଇଥିଲା ।

ଟ୍ୱିଟ୍‌ରେ କୁହାଯାଇଛି, କୋଭିଡ୍ ସଂକ୍ରମଣ ହ୍ରାସ ପାଇଛି। ଏହା ସହିତ ଓପିଡି ଖୋଲିବା ପାଇଁ ବିଭିନ୍ନ ବର୍ଗରୁ ଦାବି ମଧ୍ୟ ହୋଇଆସୁଥିଲା। ଏସବୁ କଥାକୁ ବିଚାରକୁ ନେଇ ଆସନ୍ତା ୭ ତାରିଖରୁ ଓପିଡି ସେବା ପୁଣି ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି।

ପୂର୍ବଭଳି ସମସ୍ତ ବିଭାଗ ଓପିଡି କାର୍ଯ୍ୟସୂଚୀକୁ ଅନୁକରଣ କରିବେ ବୋଲି ଏମ୍ସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଜାରି କରିଛନ୍ତି। ସେହିଭଳି ପୂର୍ବଭଳି ସମସ୍ତ ଆଇପିଡି ଆଡ୍‌ମିସନ ଏବଂ ଓଟି ଗୁଡ଼ିକ କାର୍ଯ୍ୟକାରୀ ହେବ। କୋଭିଡ୍ ଲେବର ରୁମ୍ ଆହୁରି ସପ୍ତାହେ ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+