ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ କରାଯାଇଛି । ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ। ଆଜି ଦୁବାଇକୁ ଉଡ଼ିବାକୁ ଥିବା ବିମାନ ବାତିଲ୍ ।
ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ କାଲିର ସ୍ଥିତି ଦେଖି ନିଷ୍ପତ୍ତି' । କାଲି ଅପଡେଟ୍ ମିଳବା ପରେ ଦୁବାଇ ବିମାନକୁ ନେଇ ନିଷ୍ପତ୍ତି' ।













Click it and Unblock the Notifications