ପୁଣି ବଡ ଦୁର୍ଘଟଣା ; ଟ୍ରକକୁ ପଛରୁ ପିଟିଲା ବସ, ଦୁଇ ମୃତ

ପୁଣି ବଡ ଦୁର୍ଘଟଣା । ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ମୃତକ ହେଲେ ଡ୍ରାଇଭର ଦମ୍ବରୁଧର ସ୍ୱାଇଁ ଓ ହେଲପର ଶିବ୍ରମ ଗୌଡ଼।

accident

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା। ହରିଡ଼ଖୋଲ ନିକଟରେ ବସ୍‌ଟି ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ଏତେ ବଡ଼ ଦୁର୍ଘଟଣାରେ ୪୦ଜଣ ଯାତ୍ରୀ ବର୍ତ୍ତି ଯାଇଛନ୍ତି।

ସୋନପୁର ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+