ଫାଇଲେରିଆ ନିରାକରଣ ପାଇଁ ବଡ଼ ଆକ୍ସନ ପ୍ଲାନ,ଏଣିକି ଘରକୁ ଯାଇ ନିଜ ମେଡିସିନ ଖୁଆଇବେ ସ୍ୱାସ୍ଥ୍ୟକର୍ମୀ

ଫାଇଲେରିଆ ନିରାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗର ବଡ଼ ଆକ୍ସନ ପ୍ଲାନ। ଏଣିକି ଘରକୁ ଯାଇ ନିଜ ଉପସ୍ଥିତିରେ ମେଡିସିନ ଖୁଆଇବେ ସ୍ୱାସ୍ଥ୍ୟକର୍ମୀ । ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ମାଗଣା ବଣ୍ଟନ ସତ୍ତ୍ବେ ଲୋକେ ଔଷଧ ସେବନ କରୁ ନ ଥିବାରୁ ପଦକ୍ଷେପ । ଫେବୃଆରୀ ୧୦ରୁ ଆରମ୍ଭ ହୋଇ ୧୦ ଦିନ ପର୍ଯ୍ୟନ୍ତ ଚାଲିବ । ବଲାଙ୍ଗିର, ଗଞ୍ଜାମ, ଯାଜପୁର, ବରଗଡ଼ ଓ ଢେଙ୍କାନାଳରେ ଔଷଧ ଦିଆଯିବ । ଯେଉଁମାନେ ଔଷଧ ବାଣ୍ଟିବେ ସେମାନଙ୍କୁ ତାଲିମ ଦିଆଯାଇଛି । ଯେଉଁ ସ୍ୱାସ୍ଥ୍ୟକର୍ମୀ ଔଷଧ ବାଣ୍ଟିବେ ଜିପିଏସ ଜରିଆରେ ଟ୍ରାକ୍‌ କରାଯିବ ।

filariasis
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+