ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତା ୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ

ଖୁବଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ । ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ । ଏକାସାଙ୍ଗେ ବାହାରିବ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ । ଏନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

Plus Two exams

ସୂଚନାଯୋଗ୍ୟ ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+