ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସୋମବାର ଦୀପାବଳି ଛୁଟି
ଆସନ୍ତା ସୋମବାର ୨୦ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି।

ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ କୁହାଯାଇଛି। ତେବେ ଲୋକଙ୍କ ମଧ୍ୟରେ ଦୀପାବଳି ପାଳନ ଓ ଛୁଟି ନେଇ ଦ୍ବନ୍ଦ୍ବ ରହିଥିଲା।












Click it and Unblock the Notifications