କଲେଜ ଛାତ୍ରୀମାନଙ୍କ ପାଇଁ ବଡ ଘୋଷଣା; ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ
କଲେଜ ଛାତ୍ରୀମାନଙ୍କ ପାଇଁ ବଡ ଘୋଷଣା। ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ।
ଆଜି ବସିଥିବା ବୈଠକରେ ନିଷ୍ପତ୍ତି। ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଯେଉଁମାନେ ଯୋଗ୍ୟ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ।

ସୁଭଦ୍ରା ସୋସାଇଟି ପରିଚାଳନା ପରିଷଦ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପଞ୍ଜୀକରଣ ପରେ ଆପ୍ଟ ଆଉଟ୍ ହୋଇଥିବା ମହିଳାଙ୍କୁ ସମ୍ୱର୍ଦ୍ଧିତ କରାଯିବ। ସୁଭଦ୍ରା ହେଲ୍ପ ଡେକ୍ସ ଆଉ ୩ ମାସ ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି।












Click it and Unblock the Notifications