ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବକୁ ମୋହର,AIକୁ ପ୍ରୋତ୍ସାହନ ଦେବାକୁ କ୍ୟାବିନେଟ୍ ନିଷ୍ପତ୍ତି
ରାଜ୍ୟ କ୍ୟାବିନେଟରେ ମୋହର ବାଜିଛି ୫ ପ୍ରସ୍ତାବ। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି।

ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଏହି ବୈଠକରେ ଓଡ଼ିଶା ସିଭିଲ ସର୍ଭିସ (ଓଏଏସ) ପରୀକ୍ଷା ପାଇଁ ବୟସସୀମା ବୃଦ୍ଧି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। AIକୁ ପ୍ରୋତ୍ସାହନ ଦେବାକୁ କ୍ୟାବିନେଟ୍ ନିଷ୍ପତ୍ତି ନିଆଯାଇଛି । AI ଷ୍ଟାର୍ଟ ଅପ୍କୁ ଗୁରୁତ୍ବ ଦିଆଯିବ ।












Click it and Unblock the Notifications