ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସନ୍ଧ୍ୟା ପରେ ବଡ଼ ନିଷ୍ପତ୍ତି
ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସନ୍ଧ୍ୟା ପରେ ବଡ଼ ନିଷ୍ପତ୍ତି। ଉଚ୍ଚସ୍ତରୀୟ ବୈଠକ ପରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ନିଷ୍ପତ୍ତି।
ଘଟଣା ପଛରେ ଯିଏ ବି ଥିବେ କାର୍ଯ୍ୟାନୁଷ୍ଠାନ ହେବ । କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ କହିଲେ ସୁରେଶ ପୂଜାରୀ।













Click it and Unblock the Notifications