ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି ; ୨୫ ଲକ୍ଷ ମହିଳାଙ୍କୁ କରାଯିବ ଲକ୍ଷପତି

ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆଜି ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ ରାଜ୍ୟ ସରକାର ଏକ ଶ୍ୱେତପତ୍ର ଜାରି କରିଛନ୍ତି । ଏଥିରେ ବିଭିନ୍ନ ଯୋଜନା ବାବଦରେ ଉଲ୍ଲେଖ ରହିଛି । ଏହି ଲିଖିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି କି, ରାଜ୍ୟ ସରକାର ୨୦୨୭ ସୁଦ୍ଧା ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି କରିବାର ଯୋଜନା କରିଛନ୍ତି ।

mohan majhi

ଏନେଇ ଜାତୀୟ ଗ୍ରାମୀଣ ଜୀବୀକା ମିଶନ ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ଜୀବୀକା ମିଶନ ଅଧିନରେ ରହିଛି ଲକ୍ଷପତି ଦିଦି ଅଭିଯାନ । ଏହାର ଉଦ୍ଦେଶ୍ୟ ହେଉଛି ମହିଳା ସ୍ୱଂୟ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ବାର୍ଷିକ ଅତି କମରେ ୧ ଲକ୍ଷ ଟଙ୍କା ରୋଜଗାର କରିବାରେ ସାହାଯ୍ୟ କରିବା । ୨୦୨୭ ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସଶକ୍ତ କରିବାକୁ ମୋ ସରକାର ଯୋଜନା କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏହି ସ୍ତରର ଆୟ ହାସଲ ପାଇଁ ତାଲିମ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+