MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଜାଣନ୍ତୁ କଣ

MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡ଼ିବନି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଓ ଭଡ଼ା ଛାଡ଼ ପାଇଁ ନିଷ୍ପତ୍ତି । ପୂର୍ବରୁ କିସମ ପରିବର୍ତ୍ତନ ପାଇଁ ଜମି ବେଞ୍ଚ ମାର୍କର ୧% ଦେବାକୁ ପଡୁଥିଲା । ଏଥିସହ ୧% ଭଡ଼ା ମଧ୍ୟ ଦେବାକୁ ପଡୁଥିଲା, ଏବେ ଏହି ୨ଟି ଯାକ ଛାଡ଼ । କେନ୍ଦ୍ରର ପୋର୍ଟାଲରେ ଥିବା ସହ ଜିଲ୍ଲା କମିଟି ଅନୁମୋଦିତ ହୋଇଥିଲେ ସୁବିଧା ମିଳିବ ।ସଂରକ୍ଷିତ ଅଞ୍ଚଳ, ପ୍ରତିରକ୍ଷା ଓ ପ୍ରତ୍ନତାତ୍ତ୍ବିକ ଜମି ପାଇଁ ଏହି ସୁବିଧା ଲାଗୁ ହେବନି । ଉଦ୍ୟୋଗୀମାନେ ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ।

suresh pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+