ଭାଙ୍ଗିଲା ଶ୍ରୀମନ୍ଦର ନୀଳଚକ୍ରରେ ପତିତପାବନ ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ

ଭାଙ୍ଗିଲା ଶ୍ରୀମନ୍ଦର ନୀଳଚକ୍ରରେ ପତିତପାବନ ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ । ସଂଧ୍ୟା ସମୟରେ ଏଭଳି ଅଘଟଣର ଦୃଶ୍ୟ ସାମ୍ନାକୁ ଆସିଛି । ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନାକୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡ ଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି । ଏଥିପାଇଁ କେବଳ ନୀଳଚକ୍ରରେ ବାନା ବାନ୍ଧିଛନ୍ତି ଚୁନରା ସେବକ । ଫଳରେ ଶ୍ରୀମନ୍ଦିର ଚୂଡ଼ାରେ ସବୁଦିନ ଫର ଫର ଉଡୁଥିବା ନୀଳଚକ୍ର ବାନା ଗତକାଲି ଉଡ଼ିପାରିନି । ପୁରୀ ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନାକୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି । ଅକ୍ଷୟ ଦଣ୍ଡ ଭାଙ୍ଗିଯିବା ଅଶୁଭ ସଙ୍କେତ ଦେଉଛି ବୋଲି ଚର୍ଚ୍ଚା ହେଉଛି ।

odisha puri jagannath temple

ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ବାନା ଅପରାହ୍ଣରେ ପରିବର୍ତ୍ତନ ହୁଏ । ତେବେ ଗତକାଲି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଗଲାବେଳେ ହଠାତ୍ ଏହି ବାଉଁଶର ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଥିଲା । ଏଥିପାଇଁ ଦଧିନଉତିକୁ ଚଢ଼ିଥିବା ଚୁନରା ସେବାୟତ ଶ୍ରୀମନ୍ଦିର ଚୂଡ଼ାରେ ବାନା ବାନ୍ଧି ନପାରି ନୀଳଚକ୍ରରେ ସବୁ ବାନା ବାନ୍ଧିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+