ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର; ସାମିଲ ହେଲେ ୮ ହଜାର ଆବେଦନକାରୀ

ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ ପୁନଃସାମିଲ ହୋଇଥିବା ସୂଚନା ମିଳିଛି।

Subhadra Yojana

ଅନ୍ୟପକ୍ଷେ ଏବେ ବି' ୨ ଲକ୍ଷରୁ ଅଧିକ ଆବେଦନକାରୀ e-KYC କରିନାହାନ୍ତି। ଫଳରେ ସେମାନେ ଯୋଗ୍ୟ ବିବେଚିତ ହେଲେ ମଧ୍ୟ ଅର୍ଥ ପାଇବାରେ ଅସୁବିଧା ହେବ। ତେଣୁ ନିକଟ ଜନସେବା କେନ୍ଦ୍ରରେ ତୁରନ୍ତ e-KYC କରିବାକୁ ପରାମର୍ଶ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ଖୁବ୍‌ ଶୀଘ୍ର ୪ର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି 'ସୁଭଦ୍ରା' ଟଙ୍କା ହିତାଧିକାରୀଙ୍କୁ ପ୍ରଦାନ କରାଯିବ।

ସୂଚନା ଯୋଗ୍ୟ କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାରୁ ଅପଟ୍‌ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଥିବା ପ୍ରକାଶ କରିଥିଲେ। ଏପରିକି ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ ଆଉଟ ହୋଇଯାଇଥିଲେ ସେମାନେ ପୁଣି ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍‌ ଇନ୍‌ କରି ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ ବୋଲି ସୂଚନା ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+