ଆସିଲା ବଡ ଖବର, ବଢିଲା UG ନାମଲେଖା ପାଇଁ ଅବଧି
ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି ବଢ଼ିଛି। ଜୁନ୍ ୨୧ ତାରିଖ ଅର୍ଥାତ୍ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି। ତେବେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ଜମା କରି ନାମ ଲେଖାଇ ପାରିବେ। ଯଦି କଲେଜରେ ରିପୋର୍ଟ କରିପାରି ନାହାନ୍ତି ତେବେ କରିପାରିବେ। Freeze/Slide/Float ଅପ୍ସନ ମଧ୍ୟ ଆପଣାଇ ପାରିବେ। ପ୍ରଥମ ରାଉଣ୍ଡରେ ମନୋନୀତ ଛାତ୍ରୀଛାତ୍ର ଏହା କରିପାରିବେ।













Click it and Unblock the Notifications