ଆସିଲା ବଡ ଖବର; ମାର୍ଚ୍ଚ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆଗାମୀ ମାର୍ଚ୍ଚ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୦ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

Chief Minister s public grievance hearing

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+