ଆସିଲା ବଡ ଖବର ; ବଢ଼ିଲା ମନ୍ତ୍ରୀ, ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ
ବଢ଼ିଲା ମନ୍ତ୍ରୀ, ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଉଛି । ୫୦,୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ।
ଜିଲ୍ଲାପାଳ, ଏସ୍ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି ।













Click it and Unblock the Notifications