ବିଜୁ ବାବୁ ବିଜେଡିର ସମ୍ପତ୍ତି ନଥିଲେ, ଜାତୀୟ ସମ୍ପତ୍ତି ଥିଲେ ; ସୁରେଶ ପୂଜାରୀ

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସ ପାଳନ ନେଇ ବିଜେଡିର ସମାଲୋଚନା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । ବେ କହିଛନ୍ତି, ବିଜୁ ବାବୁ ଓଡ଼ିଶାର ବରପୁତ୍ର ଥିଲେ। ଏଥିରେ କାହାର ସନ୍ଦେହ ନାହିଁ । ପକ୍ଷ ପ୍ରତିପକ୍ଷ କିଛି ନାହିଁ। ବିଜୁ ବାବୁ ବିଜେଡିର ସମ୍ପତ୍ତି ନ ଥିଲେ, ସେ ଥିଲେ ଜାତୀୟ ସମ୍ପତ୍ତି ।

Suresh Pujari

ଓଡ଼ିଶା ପାଇଁ ଗୌରବ ଆଣିଥିଲେ । ତାଙ୍କ ପ୍ରତି ଅସମ୍ମାନର ପ୍ରଶ୍ନ ନାହିଁ । ଜାତୀୟ ପଞ୍ଚାୟତିରାଜ ଦିବସ ଏପ୍ରିଲ ୨୪ରେ ପାଳନ ହେଉଥିବା ବେଳେ ବିଜେଡି କିମ୍ବା ଜନତା ଦଳ ଏପ୍ରିଲ ୨୪ ରେ ପଞ୍ଚାୟତିରାଜ ଦିବସ ପାଳନ କରିନି ସ୍ବାାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଅଲଗା ଦିନରେ ପାଳନ ହେବ କି ବୋଲି ଓଲଟି ପ୍ରଶ୍ନ କଲେ ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+