୧୮ ରୁ ଚିଲିକାରେ ହେବ ପକ୍ଷୀ ଗଣନା, ୨୨ଟି ଟିମ୍ କରିବେ ଗଣନା
ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ୍ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡ଼ାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ୍ ଗଣନା । ୧୮ଟି ଟିମ୍ରେ ୯୦ଜଣ ବାଲୁଗାଁ ଓ ସାତପଡ଼ାରେ କରିବେ ଗଣନା ।
ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା ହୁଏ। ଏହି ଆଧାରରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ବନ୍ୟପ୍ରାଣୀ ବିଭାଗ ତରଫରୁ ପକ୍ଷୀ ଗଣନା ନିମନ୍ତେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, ଓୟୁଏଟି ଭୁବନେଶ୍ୱର ବିଶେଷଜ୍ଞ ଛାତ୍ରୀଛାତ୍ର,ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି।

More From
-
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ -
୭ ଲକ୍ଷ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ -
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ବିଜେପିରେ ମିଶିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା -
ରାଜ୍ୟରେ ସଫଳ ହେଉଛି ମାଓବାଦୀ ଅପରେସନ, ଆତ୍ମସମର୍ପଣ କଲେ ୧୦ ମାଓବାଦୀ -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ -
ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼; ଦଳ ଛାଡ଼ିଲେ ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା -
ରାଜ୍ୟରେ ଆଜିଠାରୁ ବଢିବ ତାତି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
କଳିଙ୍ଗ ଷ୍ଟୁଡିଓ ଛକରେ ଭୟଙ୍କର ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି












Click it and Unblock the Notifications