ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା

ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା । ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର ।

Bhitarkanika
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+