ଭିତରକନିକାରେ ଆଜିଠୁ ପକ୍ଷୀ ଗଣନା

ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଆରମ୍ଭ ହୋଇଛି ଦେଶୀୟ ପକ୍ଷୀ ଗଣନା ଆରମ୍ଭ। ଏହି ଗଣନା କାର୍ଯ୍ୟ ୭ ଦିନ ଯାଏ ଚାଲୁ ରହିବ।

କେନ୍ଦ୍ରାପଡ଼ା: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଆରମ୍ଭ ହୋଇଛି ଦେଶୀୟ ପକ୍ଷୀ ଗଣନା ଆରମ୍ଭ। ଏହି ଗଣନା କାର୍ଯ୍ୟ ୭ ଦିନ ଯାଏ ଚାଲୁ ରହିବ। ତେବେ ପକ୍ଷୀ ଗଣନା ପାଇଁ ଦୁଇଟି ଟିମ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ରହିଛନ୍ତି ୭ଜଣ ଲେଖାଏଁ ସଦସ୍ୟ।

Bhitarkanika

ବର୍ଷା ଋତୁ ଆଗମନରେ ଦେଶର କୋଣ ଅନୁକୋଣରୁ ନିଜର ବଂଶ ବିସ୍ତାର ପାଇଁ ଗେଣ୍ଡାଳିଆ,ରାଣୀ ବଗ, ମଝିଆ ବଗ, ଛୋଟ ବଗ, ଖଇରା ବଗ, ଅଞ୍ଜନା ବା ମାଟିଆ ବଗ, ପାଣି କୁଆ, ଅନ୍ଧାରିଆ ବଗ, ଦାଆଁବେଟିଆ, କାପରଖାଇ ଆଦି ପକ୍ଷୀ ଭିତରକନିକାମୁହାଁ ହୋଇଛନ୍ତି। ସେମାନେ ଭିତରକନିକାର ବଗ ଗହଣ, ମଠଆଡ଼ିଆ, ଲଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡିଆର ଗଛମାନଙ୍କରେ ବସା ବାନ୍ଧିଛନ୍ତି ।

ନଦୀ ମୁହାଣର ବ୍ରାହ୍ମଣୀ ନଦୀ ପଠା ଓ ଦ୍ୱୀପରେ ଅବସ୍ଥିତ ଏକର ଏକର ବିଶିଷ୍ଟ ଏହି ଜଙ୍ଗଲ ମଧ୍ୟରେ ବନି, ଗୁଆ, କେରୁଆ, ଓରୁଅ ଗ ରେ ବସା ବାନ୍ଧି ପକ୍ଷୀମାନେ ବଂଶ ବିସ୍ତାର କରିଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+