Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ 

ଭିତରକନିକାରେ ଆସନ୍ତା ୩୦ ତାରିଖରୁ ଦେଶୀୟ ପକ୍ଷୀ ଗଣନା କରାଯିବ । ଗଣନା କାର୍ଯ୍ୟକ୍ରମ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଜାତୀୟ ଉଦ୍ୟାନରେ ଥିବା ମଠଆଡିଆ ଓ ଜାତୀୟ ଉଦ୍ୟାନ ବାହାରେ ବ୍ରାହ୍ମଣୀ ନଦୀରେ ଥିବା ଲକ୍ଷ୍ମୀପ୍ରସାଦ ଡିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । କନିକା ରେଞ୍ଜ୍‌ରେ ମଠଆଡିଆ, ଲକ୍ଷ୍ମୀପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦ ଡିଆରେ ବି ଗଣନା କରାଯିବ ।

ସେହିପରି ରାଜନଗର ରେଞ୍ଜ୍‌ରେ ବାଲିଡିଆରେ ଗଣନା ହେବ । ୩ଟି ଦଳ ଗଣନାରେ ସାମିଲ ହେବେ । ପ୍ରତି ଦଳରେ ୭ ଜଣ ସାମିଲ ହେବେ । ଚଳିତ ବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର । ପକ୍ଷୀ ଗଣନା ସମୟରେ ଭିତରକନିକାକୁ ପର୍ଯ୍ୟଟକମାନଙ୍କୁ ବାରଣ କରାଯାଇଛି ।

Bird counting in Bhitarkanika
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+