ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ ରହିବ

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ। ନH5N1 ଆଭିଏନ୍‌ ଇନ୍‌ଫ୍ଲୁଏଞ୍ଜା ଭାଇରସ୍ ପଜିଟିଭ୍ । ଡେଲାଙ୍ଗର ବଡ଼ା ଆଙ୍କୁଲା ଗାଁ ଭାଇରସ୍‌ର ଏପିସେଣ୍ଟର୍ ।

Bird flu confirmed in Delang

ଏପିସେଣ୍ଟର୍‌ର ଏକ କିଲୋମିଟର ମଧ୍ୟରେ ହେବ କିଲିଂ। କିଲିଂ କେନ୍ଦ୍ରରୁ ୧୦ କି.ମି ମଧ୍ୟରେ ନଜର ରଖାଯିବ । ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+