ବାର୍ଡ-ଫ୍ଲୁ ଆତଙ୍କ; ଓଡ଼ିଶା କୁକୁଡ଼ା ନେବାକୁ ମନା କଲା ପଶ୍ଚିମବଙ୍ଗ

ପିପିଲିରେ ବାର୍ଡ-ଫ୍ଲୁ ଭୟ ଭିତରେ ଓଡ଼ିଶାରୁ କୁକୁଡା ନେବାକୁ ମନା କଲା ପଶ୍ଚିମବଙ୍ଗ । କୁକୁଡ଼ା ଓ କୁକୁଡ଼ା ଜାତ ଦ୍ରବ୍ୟ ଆମଦାନୀ ଉପରେ କଟକଣା ଲଗାଇଛି ପଶ୍ଚିମବଙ୍ଗ ପଲ୍ୟୁଟ୍ରି ଫେଡେରେସନ୍ ।

ପିପିଲିର ଆବଲପୁର ଅଞ୍ଚଳରୁ ସଂଗୃହୀତ ନମୂନାରେ ଏଚ୍୫ ଏନ୍‌୧ ଏଭିଆନ୍ ଇନଫ୍ଲୁଏଞ୍ଜା ଭାଇରସ୍ ଚିହ୍ନଟ ହେବା ପରେ ଏହି ନିଷ୍ପଭି ନିଆଯାଇଥିବା ସୂଚନା ମିଳିଛି ।

ପଶ୍ଚିମବଙ୍ଗ ପଲ୍ୟୁଟ୍ରି ଫେଡେରେସନ ପକ୍ଷରୁ ସମସ୍ତ କୁକୁଡା ବ୍ୟବସାୟୀଙ୍କୁ ଏହି ସୂଚନା ଦିଆଯିବା ସହ ଓଡ଼ିଶାରୁ କୌଣସି ଜୀବନ୍ତ କୁକୁଡା ଓ କୁକୁଡା ଉତ୍ପାଦ ନଆଣିବା ପାଇଁ ନିର୍ଦେଶ ଦିଆଯାଇଛି। ଏଦିଗରେ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ପିପିଲିରେ ବାର୍ଡ ଫ୍ଲୁ ଆତଙ୍କ ପରେ ଦୁଇ ଦିନରେ ୫ ହାଜରରୁ ଅଧିକ କୁକୁଡ଼ା ମରିସାରିଲେଣି ପ୍ରଶାସନ। ଚାଷୀମାନେ କ୍ଷତିପୁରୁଣ ପାଇଥିନାରୁ ବଢୁଛି ଅସନ୍ତୋଷ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+