ଜାନୁଆରୀ ୨୨ ତାରିଖରେ ରାଜ୍ୟ ସରକାର ଛୁଟି ଘୋଷଣା କରିବାକୁ ଦାବି କଲେ ବିଶ୍ୱେଶ୍ୱର ଟୁଡୁ

ଛୁଟି ଦାବି କଲେ ବିଶ୍ୱେଶ୍ୱର । କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ୨୨ ତାରିଖ ପାଇଁ ଛୁଟି ଦାବି କଲେ ବିଶ୍ୱେଶ୍ୱର ଟୁଡୁ । ୨୨ ତାରିଖ ଦିନ ରାଜ୍ୟ ସରକାର ଛୁଟି ଘୋଷଣା କରିବାକୁ ଦାବି କଲେ ବିଶ୍ୱେଶ୍ୱର ଟୁଡୁ ।ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନ ଛୁଟି ପାଇଁ କହିଲେ ବିଶ୍ୱେଶ୍ୱର ଟୁଡୁ । ରାଜ୍ୟ ସରକାର ଛୁଟି ଘୋଷଣା ସହ ମଦ ଦୋକାନ ବନ୍ଦ ଦାବି କଲେ ବିଶ୍ୱେଶ୍ୱର ଟୁଡୁ ।

ଓଡ଼ିଶାରେ ଜାନୁଆରୀ ୧୭ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଦିନ ସରକାରୀ କାର୍ଯ୍ୟାଳୟ, ସ୍କୁଲ୍ ଓ କଲେଜ୍ ଛୁଟି ।

Bishweswar Tudu

ପୁରୀର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆସନ୍ତା ୨୨ତାରିଖରେ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଦୁଇ ଦିନ ମଦ ବ୍ୟବସାୟ ବନ୍ଦ ରହିବ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜିଲ୍ଲାରେ ଥିବା ସମସ୍ତ ମଦ ଦୋକାନ ଗୁଡିକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+