Big Breaking: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହେବେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ।
ଭୁବନେଶ୍ୱର: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି ।ଓଡିଶା ପାଇଁ ଖାଲିଥିବା ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜୁ ଜନାତା ଦଳ ।
ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହେବେ ପୂର୍ବତନ ରାଜସଭା ସାଂସଦ ସସ୍ମିତ ପାତ୍ର, ବିଜେଡି ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ଦଳ ମୁଖପାତ୍ର ସୁଲତା ଦେଓ ଏବଂ ଓଡିଶା ଆଦିବାସୀ କଲ୍ୟାଣ ସଙ୍ଘର ମହାସଚିବ ନିରଞ୍ଜନ ବିଶି ।













Click it and Unblock the Notifications