ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା

ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା । ବଳଙ୍ଗା ନାବାଳିକାଙ୍କୁ ନ୍ୟାୟ ଦାବିରେ ବିଜେଡି ୭ ତାରିଖ ଗୁରୁବାର ଦିନ ପୁରୀ ବନ୍ଦ ଡାକରା ଦେଇଛି। ୭ ତାରିଖ ସକାଳ ୬ଟାରୁ ଦିନ ୧୨ଟା ଯାଏଁ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ପୁରୀ ଜିଲ୍ଲା ବିଜେଡି ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ହୋଇଛି । ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ବିଜେଡି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

bjd

ପୋଲିସର ତଦନ୍ତ ଉପରେ ବିଜେଡି ପ୍ରଶ୍ନ ଉଠାଇଛି । ଘଟଣାର ସତ୍ୟାସତ୍ୟ ସରକାର ଶୀଘ୍ର ଉନ୍ମୋଚନ କରିବାକୁ ଦଳ ଦାବି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+