ରାଜସ୍ବ ମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବୟାନ ଦେଲେ ଦେବୀ , କହିଲେ ....

ବିଜେଡିର ପାର୍ଟି ଅଫିସ୍ 'ଶଙ୍ଖ ଭବନ'ର ହେବ ତଦନ୍ତ । ଏଭଳି ଆଜି କହିଥିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଥିଲେ ମନ୍ତ୍ରୀ । ସୁରେଶଙ୍କ ଏହି ପ୍ରତିକ୍ରିୟା ପରେ ରାଜ୍ୟ ରାଜନୀତି ହୋଇଛି ପୁରା ଉଷ୍ମ ।

ରାଜସ୍ୱ ମନ୍ତ୍ରୀଙ୍କ ଏହି ମନ୍ତବ୍ୟ ପରେ ପ୍ରତିକିୟା ରଖିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ଶଙ୍ଖ ଭବନ ବେଆଇନ ନୁହେଁ । ଏଣୁ ଏହାକୁ ନେଇ ରାଜ୍ୟବାସୀଙ୍କୁ ବିଭ୍ରାନ୍ତି କରା ନ ଯାଉ । ଆଇନ ଆଧାରରେ ଶଙ୍ଖ ଭବନ ନିର୍ମାଣ କରାଯାଇଛି ବୋଲି ସେ କହିଛନ୍ତି ।

Debi Prasad Mishra

ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭ୍ୱନ । ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ପାର୍ଟି ଅଫିସ । କିସମ 'ସଡ଼କ'କୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ତୋଳା ହୋଇଛି ବିଶାଳ ଶଙ୍ଖ ଭବନ । ଖାଲି ସେତିକି ନୁହେଁ, ସବୁ ନିୟମ କାନୁନକୁ ମୋଡ଼ି ମକଚି ଏହି ଜାଗାକୁ ସରକାରଙ୍କଠାରୁ ଶାଗମାଛ ଦରରେ କିଣି ନେଇଥିବା ଅଭିଯୋଗ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+