ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ଘରେ ଚଢ଼ାଉ

ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି ସମୟରେ ପୁଲିସ ଏଭଳି ଚଢାଉ କରିବା ନେଇ କର୍ମୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିଜେପି ଜାଣିଶୁଣି ଏପରି କରୁଥିବା ବିଜେଡି କର୍ମୀ ଅଭିଯୋଗ କରିଛନ୍ତି ।

BJD leader Prithi Ranjan

ନୂଆପଡାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଜିତାଇବା ପାଇଁ ପ୍ରଚାରକୁ ଜୋରଦାର କରାଯାଉଥିବା ବେଳେ ଜଣେ ନେତାଙ୍କ ଘରେ ଏଭଳି ଚଢାଉ କରାଯିବା ପରେ ପ୍ରଶ୍ନ ଉଠାଇଛି ବିଜେଡି । ଉପନିର୍ବାଚନ ସମୟରେ କୌଣସି ଏକ ଖବର ପାଇ ପୁଲିସ ଓ ଜିଲାପାଳ ଚଢାଉ କରିବାକୁ ଯାଇଥିବା ବେଳେ ଘରେ ପ୍ରୀତିରଞ୍ଜନ ନଥିବାରୁ ଫେରିଆସିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+