Get Updates
Get notified of breaking news, exclusive insights, and must-see stories!

ବିବାହ ବନ୍ଧନରେ ବାନ୍ଧି ହେଲେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ବିବାହ ବନ୍ଧନରେ ବାନ୍ଧି ହେଲେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଆଜି 2ୟ ବିବାହ କରିଛନ୍ତି । ସଫ୍ଟଓୟାର ଇଞ୍ଜିନିୟର ପ୍ରିୟଙ୍କା ଅଗସ୍ତିଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର ।

BJD MLA Dibya Shankar Mishra

ପୁରୀ: ବିବାହ ବନ୍ଧନରେ ବାନ୍ଧି ହେଲେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଆଜି 2ୟ ବିବାହ କରିଛନ୍ତି । ସଫ୍ଟଓୟାର ଇଞ୍ଜିନିୟର ପ୍ରିୟଙ୍କା ଅଗସ୍ତିଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର । ଉଭୟ ପକ୍ଷର ସମ୍ପର୍କୀୟଙ୍କ ଉପସ୍ଥିତିରେ ପିପିଲର ହୋଟେଲ ଆଭେଞ୍ଚରରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି । ବିବାହ ଉତ୍ସବରେ ସାମିଲ ହୋଇଛନ୍ତି ସମ୍ପର୍କୀୟ ଓ ଅତି ପାଖ ଲୋକ ।

ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ଆଜି ଦୁହିଁଙ୍କର ସେହି ଠାରେ ହିଁ ନିର୍ବନ୍ଧ ଶେଷ ହୋଇଥିଲା । ଏହାପରେ ତଥା ଅପରାହ୍ନରେ ବିବାହ ହୋଇଛି । ଉଭୟଙ୍କର ଏହା ଦ୍ୱିତୀୟ ବିବାହ । ପ୍ରିୟଙ୍କା ପୂର୍ବରୁ ଧର୍ମଗଡ଼ର ଜଣଙ୍କୁ ବିବାହ କରିଥିଲେ । ୨ବର୍ଷ ପୂର୍ବରୁ ତାଙ୍କର ଛାଡପତ୍ର ହୋଇଥିଲା । ସେହିପରି ଦିବ୍ୟଶଙ୍କର ମଧ୍ୟ ଜୟପାଟଣାର ଜଣଙ୍କୁ ବିବାହ କରିଥିଲେ । କୌଣସି କାରଣରୁ ସେମାନେ ପରସ୍ପରକୁ ଛାଡପତ୍ର ଦେଇଥିଲେ । ବିଧାୟକ କ୍ୟାପଟେନ ଦିବ୍ୟଶଙ୍କରଙ୍କ ଗୋଟିଏ ପୁଅ ଅଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+