ବିଜେଡି ସୁପ୍ରିମୋ ଗଠନ କଲେ ନୂଆ କମିଟି, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କଲେ ନୂଆ କମିଟି । ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି ନବୀନ । ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୫ ଜଣିଆ ଟିମର ନାମ ଘୋଷଣା କରାଯାଇଛି ।

କମିଟିରେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ ଆରୁଖ, ପ୍ରତାପ କେଶରୀ, ପ୍ରଦୀପ କୁମାର ଅମାତ, ଅରୁଣ ସାହୁ, ଅଶ୍ୱିନୀ ପାତ୍ର, ପ୍ରତାପ ଜେନା, ଶରଦ ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ସ୍ନେହାଙ୍ଗିନୀ ଛୁରିଆ ସାମିଲ ଅଛନ୍ତି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications