ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର : ବିଜେଡିରୁ ବିଦା ହେଲେ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି । ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି । ଏହାସହିତ ତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ପଦରୁ ମଧ୍ୟ ନିଲମ୍ବନ କରାଯାଇଛି ।

Prafulla Majhi

୨୦୦୬ ଉପନିର୍ବାଚନରେ ସୁନ୍ଦରଗଡ଼ ଜିଲାର ତଳସରା ବିଧାନସଭା ଆସନରୁ ପ୍ରଫୁଲ୍ଲ ମାଝୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ କଂଗ୍ରେସ ଟିକଟରେ ସେ ୨୦୦୯ ଓ ୨୦୧୪ ନିର୍ବାଚନରେ ତଳସରା ବିଧାନସଭା ଆସନରୁ ମଧ୍ୟ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କଂଗ୍ରେସ ଶିବିର ଛାଡ଼ି ଏହି ପୂର୍ବତନ ବିଧାୟକ ୬ ଡିସେମ୍ବର ୨୦୨୧ରେ ବିଜେଡି ଶିବିରରେ ସାମିଲ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+